୧ ଥେସଲନୀକୀୟ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)9 କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି; Sien die hoofstukଓଡିଆ ବାଇବେଲ9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି । Sien die hoofstukପବିତ୍ର ବାଇବଲ (CL) NT (BSI)9 ଈଶ୍ୱର ଆମ୍ଭମାନଙ୍କୁ ତାଙ୍କ କ୍ରୋଧର ପାତ୍ର ହେବାକୁ ମନୋନୀତ କରି ନାହାନ୍ତି; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟବର୍ତ୍ତିତାରେ ଆମକୁ ପରିତ୍ରାଣ କରିବା ପାଇଁ ସ୍ଥିର କରିଛନ୍ତି। Sien die hoofstukପବିତ୍ର ବାଇବଲ9 ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି। Sien die hoofstuk |