2 ବଂଶାବଳୀ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। Sien die hoofstukଓଡିଆ ବାଇବେଲ8 ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। Sien die hoofstukପବିତ୍ର ବାଇବଲ8 ସେମାନେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧର, ଯେଉଁମାନେ ସେ ପର୍ଯ୍ୟନ୍ତ ସେହି ଭୂମିରେ ଥିଲେ ଏବଂ ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ବଧ କରାଯାଇ ନ ଥିଲେ। ଶଲୋମନ ସେହି ବିଦେଶୀମାନଙ୍କୁ କ୍ରୀତଦାସ ଭାବରେ କାମ କରିବାକୁ ବାଧ୍ୟ କଲେ। ସେମାନେ ଆଜି ପର୍ଯ୍ୟନ୍ତ କ୍ରୀତଦାସ ଅଛନ୍ତି। Sien die hoofstuk |