2 ବଂଶାବଳୀ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ। Sien die hoofstukଓଡିଆ ବାଇବେଲ9 ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ। Sien die hoofstukପବିତ୍ର ବାଇବଲ9 ଶଲୋମନ ଇସ୍ରାଏଲର ଲୋକମାନଙ୍କୁ କ୍ରୀତଦାସ ହେବା ନିମନ୍ତେ ବାଧ୍ୟ କଲେ ନାହିଁ। ଇସ୍ରାଏଲର ଲୋକମାନେ ଶଲୋମନଙ୍କର ଦୁର୍ଦ୍ଦଷ ଯୋଦ୍ଧା ଥିଲେ। ସେମାନେ ଶଲୋମନଙ୍କର ସାମରିକ ବାହିନୀର ପଦାଧିକାରୀ ଥିଲେ। ସେମାନେ ଶଲୋମନଙ୍କର ଯୁଦ୍ଧ ରଥର ସେନାପତି ଥିଲେ। Sien die hoofstuk |