୨ ଥେସଲନୀକୀୟ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ବରଙ୍କ ମଣ୍ଡଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ। Sien die hoofstukପବିତ୍ର ବାଇବଲ (Re-edited) - (BSI)4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କ୍ଲେଶ ଭୋଗ କରୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ଵରଙ୍କ ମଣ୍ତଳୀ-ସମୂହରେ ତୁମ୍ଭମାନଙ୍କ ବିଷୟରେ ଦର୍ପ କରିଥାଉ। Sien die hoofstukଓଡିଆ ବାଇବେଲ4 ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ୱରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ । Sien die hoofstukପବିତ୍ର ବାଇବଲ (CL) NT (BSI)4 ତେଣୁ ଈଶ୍ୱରଙ୍କ ଉପାସକ ମଣ୍ଡଳୀମାନଙ୍କରେ ତୁମକୁ ନେଇ ଆମେ ଦର୍ପ କରିଥାଉ। ତୁମ୍ଭେମାନେ କିପରି ସମସ୍ତ କ୍ଲେଶ ଓ ତାଡ଼ନା ସହ୍ୟ କରି ନିଜ ବିଶ୍ୱାସରେ ଅବିଚଳିତ ରହିଛ, ଏ କଥା ଆମେ ଗର୍ବର ସହିତ ପ୍ରକାଶ କରିଥାଉ। Sien die hoofstukପବିତ୍ର ବାଇବଲ4 ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ। Sien die hoofstuk |