୨ ଥେସଲନୀକୀୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହିସବୁ ଧରି ରଖ। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି ଆମ୍ଭମାନଙ୍କ ବାକ୍ୟ କିମ୍ଵା ପତ୍ର ଦ୍ଵାରା ତୁମ୍ଭେମାନେ ଯେଉଁ ଶିକ୍ଷା ପ୍ରାପ୍ତ ହୋଇଅଛ, ସେହିସବୁ ଧରି ରଖ। Sien die hoofstukଓଡିଆ ବାଇବେଲ15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ । Sien die hoofstukପବିତ୍ର ବାଇବଲ (CL) NT (BSI)15 ତେଣୁ ହେ ଭାଇମାନେ, ଆମ ପ୍ରଚାର ଓ ଆମ ପତ୍ରରେ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସତ୍ୟ ପ୍ରକାଶ କରିଛୁ, ତାହାକୁ ଦୃଢ଼ ଭାବରେ ଧରି ରଖ; ସେଥିରେ ଅବିଚଳିତ ରୁହ। Sien die hoofstukପବିତ୍ର ବାଇବଲ15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ। Sien die hoofstuk |