୨ ଥେସଲନୀକୀୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ। Sien die hoofstukଓଡିଆ ବାଇବେଲ6 ଆଉ ସେ ନିରୂୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କ'ଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ । Sien die hoofstukପବିତ୍ର ବାଇବଲ (CL) NT (BSI)6 ଅବଶ୍ୟ ସେହି ବିପତ୍ତି ବର୍ତ୍ତମାନ ଘଟିବ ନାହିଁ, କାରଣ ତାକୁ ପ୍ରତିରୋଧ କରିବାକୁ ଏବେ ଏକ ଶକ୍ତି ରହିଛି - ତା’ କଅଣ ତୁମ୍ଭେମାନେ ଜାଣ! କିନ୍ତୁ ଯଥା ସମୟରେ ସେହି ଦୁଷ୍ଟାତ୍ମା ଆବିର୍ଭୂତ ହେବ। Sien die hoofstukପବିତ୍ର ବାଇବଲ6 ମନେ ଅଛି କି? ଏବେ ମନ୍ଦବ୍ୟକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭେମାନେ ଜାଣିଛ। ଯେତେବେଳେ ଉଚିତ୍ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି। Sien die hoofstuk |