୨ ଥେସଲନୀକୀୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ହେ ଭ୍ରାତୃବୃନ୍ଦ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟ ପରାୟଣ ଆଚରଣ କରେ, ତାହାଠାରୁ ଆପଣା ଆପଣାକୁ ପୃଥକ କର। Sien die hoofstukଓଡିଆ ବାଇବେଲ6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର । Sien die hoofstukପବିତ୍ର ବାଇବଲ (CL) NT (BSI)6 ହେ ଭାଇମାନେ, ଯେଉଁମାନେ ଅଳସ ଜୀବନ ଯାପନ କରନ୍ତି ଏବଂ ଆମଠାରୁ ପ୍ରାପ୍ତ ଶିକ୍ଷା ଅନୁସାରେ ଆଚରଣ କରନ୍ତି ନାହିଁ; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ତୁମ୍ଭମାନଙ୍କୁ ଆଜ୍ଞା ଦେଉଛୁ, ସେହି ଭାଇମାନଙ୍କଠାରୁ ଦୂରେଇ ରୁହ। Sien die hoofstukପବିତ୍ର ବାଇବଲ6 ଭାଇ ଓ ଭଉଣୀମାନେ! ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳରେ, କାମ କରିବାକୁ ମନା କରୁଥିବା ବିଶ୍ୱାସୀ ଭାଇମାନଙ୍କଠାରୁ ଦୂରରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଗ୍ଭହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାନ୍ତି। Sien die hoofstuk |