ଉପଦେଶକ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)10 ପୁଣି, ମୋʼ ଚକ୍ଷୁ ଯାହା ବାଞ୍ଛା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Sien die hoofstukଓଡିଆ ବାଇବେଲ10 ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Sien die hoofstukପବିତ୍ର ବାଇବଲ10 ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା। Sien die hoofstuk |