ଉପଦେଶକ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ? Sien die hoofstukପବିତ୍ର ବାଇବଲ (Re-edited) - (BSI)11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ? Sien die hoofstukଓଡିଆ ବାଇବେଲ11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ? Sien die hoofstukପବିତ୍ର ବାଇବଲ11 ଜଣେ ବ୍ୟକ୍ତିର ଯେତେ ଅଧିକ ସମ୍ପତ୍ତି ଅଛି, ତାହାର ସେତେ “ବନ୍ଧୁ” ତା'ର ସମ୍ପତ୍ତି ଖର୍ଚ୍ଚ କରିବାକୁ ସାହାଯ୍ୟ କରନ୍ତି। ତେଣୁ ସେହି ଧନୀ ବ୍ୟକ୍ତିଟି ପ୍ରକୃତରେ କିଛି ଲାଭ ପାଏ ନାହିଁ। କେବଳ ସେ ନିଜ ସମ୍ପତ୍ତିକୁ ଦେଖେ। Sien die hoofstuk |