ଉପଦେଶକ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ମୁଁ ଆପଣା ଅସାରତା ସମୟରେ ଏସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ। Sien die hoofstukଓଡିଆ ବାଇବେଲ15 ମୁଁ ଆପଣା ଅସାରତା ସମୟରେ ଏହିସବୁ ଦେଖିଅଛି; ଧାର୍ମିକ ଲୋକ କେବେ କେବେ ଆପଣା ଧାର୍ମିକତାରେ ବିନଷ୍ଟ ହୁଏ, ପୁଣି ଦୁଷ୍ଟ ଲୋକ ଆପଣା ଦୁଷ୍କ୍ରିୟାରେ ଦୀର୍ଘଜୀବୀ ହୁଏ। Sien die hoofstukପବିତ୍ର ବାଇବଲ15 ମୋର ଅର୍ଥହୀନ ଜୀବନ କାଳ ମଧ୍ୟରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତେବେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ୱେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା'ର ଦୁଷ୍ଟାମୀ ସତ୍ତ୍ୱେ ଦୀର୍ଘଜୀବୀ ହୁଏ। Sien die hoofstuk |