ଉପଦେଶକ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ। Sien die hoofstukଓଡିଆ ବାଇବେଲ16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ। Sien die hoofstukପବିତ୍ର ବାଇବଲ16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କହେ କେହି ଶୁଣନ୍ତି ନାହିଁ। Sien die hoofstuk |