ଏଫିସୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ। Sien die hoofstukପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ପୂର୍ବେ ଦୂରରେ ଥିଲ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ନିକଟସ୍ଥ ହୋଇଅଛ। Sien die hoofstukଓଡିଆ ବାଇବେଲ13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ । Sien die hoofstukପବିତ୍ର ବାଇବଲ (CL) NT (BSI)13 ଏକଦା ଦୂରରେ ଥିଲ; ବର୍ତ୍ତମାନ ଯୀଶୁଙ୍କ ସହିତ ଏକ ହୋଇ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ନିକଟବର୍ତ୍ତୀ ହୋଇଅଛ। Sien die hoofstukପବିତ୍ର ବାଇବଲ13 ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ। Sien die hoofstuk |