ଏଫିସୀୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ଅର୍ଥାତ୍, ପ୍ରତ୍ୟାଦେଶ ଦ୍ଵାରା ସେହି ନିଗୂଢ଼ତତ୍ତ୍ଵ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି; Sien die hoofstukଓଡିଆ ବାଇବେଲ3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି । Sien die hoofstukପବିତ୍ର ବାଇବଲ (CL) NT (BSI)3 ଈଶ୍ୱର ତାଙ୍କର ଗୁପ୍ତ ଯୋଜନା ପ୍ରକାଶ କରି ମୋତେ ଜଣାଇଛନ୍ତି। (ଏ ବିଷୟରେ ମୁଁ ସଂକ୍ଷିପ୍ତଭାବେ ଲେଖୁଛି। Sien die hoofstukପବିତ୍ର ବାଇବଲ3 ପରମେଶ୍ୱର ମୋ’ ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମୋତେ ଯାହା ଦେଖାଇଛନ୍ତି, ସେ ବିଷୟରେ ମୁଁ ଅଳ୍ପ କିଛି ଲେଖି ସାରିଛି। Sien die hoofstuk |