ଏଫିସୀୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; Sien die hoofstukପବିତ୍ର ବାଇବଲ (Re-edited) - (BSI)6 ଅର୍ଥାତ୍, ସୁସମାଚାର ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଜାତିମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; Sien die hoofstukଓଡିଆ ବାଇବେଲ6 ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; Sien die hoofstukପବିତ୍ର ବାଇବଲ (CL) NT (BSI)6 ସେହି ନିଗୂଢ଼ ତତ୍ତ୍ୱ ହେଉଛି, ସୁସମାଚାର ଯୋଗୁଁ ଇହୁଦୀମାନଙ୍କ ସହିତ ଅଣଇହୁଦୀମାନେ ମଧ୍ୟ ଈଶ୍ୱରଙ୍କ ଆଶୀର୍ବାଦର ଅଂଶୀ ହୋଇଛନ୍ତି। ସେମାନେ ସେହି ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଈଶ୍ୱର ଦେଇଥିବା ପ୍ରତିଜ୍ଞାର ଅଂଶୀଦାର। Sien die hoofstukପବିତ୍ର ବାଇବଲ6 ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି। Sien die hoofstuk |