ଏଫିସୀୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ; Sien die hoofstukପବିତ୍ର ବାଇବଲ (Re-edited) - (BSI)11 ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ; Sien die hoofstukଓଡିଆ ବାଇବେଲ11 ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ; Sien die hoofstukପବିତ୍ର ବାଇବଲ (CL) NT (BSI)11 ଲୋକମାନେ ଅନ୍ଧକାରରେ ଯେଉଁ ସବୁ ଅସାର କାର୍ଯ୍ୟ କରନ୍ତି, ସେ ସବୁଠାରୁ ଦୂରେଇ ରୁହ। ପୁଣି ସେମାନଙ୍କ କାର୍ଯ୍ୟକଳାପ ପ୍ରକାଶ୍ୟରେ ଦର୍ଶାଇ ଦିଅ। Sien die hoofstukପବିତ୍ର ବାଇବଲ11 ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର। Sien die hoofstuk |