ଯିରିମୀୟ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।” Sien die hoofstukପବିତ୍ର ବାଇବଲ (Re-edited) - (BSI)13 ପୁଣି, ଦ୍ଵିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଗୋଟିଏ ରନ୍ଧା ହଣ୍ତା ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)। Sien die hoofstukଓଡିଆ ବାଇବେଲ13 ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।” Sien die hoofstukପବିତ୍ର ବାଇବଲ13 ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।” Sien die hoofstuk |