ଯିରିମୀୟ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ। Sien die hoofstukଓଡିଆ ବାଇବେଲ19 ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।” Sien die hoofstukପବିତ୍ର ବାଇବଲ19 ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ, ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା।” ଏହା ସଦାପ୍ରଭୁ କହନ୍ତି। Sien die hoofstuk |