ଯିରିମୀୟ 12:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ। Sien die hoofstukଓଡିଆ ବାଇବେଲ7 ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ। Sien die hoofstukପବିତ୍ର ବାଇବଲ7 “ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ୟାଗ କରିଅଛୁ। ଆମ୍ଭେ ନିଜର ଅଧିକାର ଛାଡ଼ି ଦେଇଅଛୁ। ଆମ୍ଭେ ଆପଣା ପ୍ରାଣର ପ୍ରିୟତମା ଯିହୁଦାକୁ ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ। Sien die hoofstuk |