ଯିରିମୀୟ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Sien die hoofstukଓଡିଆ ବାଇବେଲ7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Sien die hoofstukପବିତ୍ର ବାଇବଲ7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାର ସମୂହରେ କୁଲାରେ ପାଛୁଡ଼ି ଅଛୁ। ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ। ଆମ୍ଭେ ସେମାନଙ୍କୁ ବିନାଶ କରିଅଛୁ। ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Sien die hoofstuk |