ଯିରିମୀୟ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Sien die hoofstukଓଡିଆ ବାଇବେଲ4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।” Sien die hoofstukପବିତ୍ର ବାଇବଲ4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।” Sien die hoofstuk |