ଯିରିମୀୟ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ। Sien die hoofstukପବିତ୍ର ବାଇବଲ (Re-edited) - (BSI)22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟ। Sien die hoofstukଓଡିଆ ବାଇବେଲ22 ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ। Sien die hoofstukପବିତ୍ର ବାଇବଲ22 ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ। ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।” “ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।” Sien die hoofstuk |