ଯିରିମୀୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।” Sien die hoofstukପବିତ୍ର ବାଇବଲ (Re-edited) - (BSI)5 ସେ କି ସଦା କାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ। Sien die hoofstukଓଡିଆ ବାଇବେଲ5 ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।” Sien die hoofstukପବିତ୍ର ବାଇବଲ5 ତୁମ୍ଭେ ପୁଣି କୁହ, ‘ପରମେଶ୍ୱର କ’ଣ ସଦାକାଳ କୃଦ୍ଧ ହୋଇଥିବେ? ତାଙ୍କର କ୍ରୋଧ ଚିରକାଳ ରହିବ ନାହିଁ।’ “ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବାରେ ଲାଗିଛ ଏବଂ ନିଜ ପଥରେ ଗ୍ଭଲିଛ।” Sien die hoofstuk |