ଯିରିମୀୟ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 “କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।” Sien die hoofstukପବିତ୍ର ବାଇବଲ (Re-edited) - (BSI)22 କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ପଟୁ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ। Sien die hoofstukଓଡିଆ ବାଇବେଲ22 କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ। Sien die hoofstukପବିତ୍ର ବାଇବଲ22 ପରମେଶ୍ୱର କହିଲେ, “ମୋର ଲୋକମାନେ ନିର୍ବୋଧ ଏବଂ ସେମାନେ ମୋତେ ଜାଣନ୍ତି ନାହିଁ। ସେମାନେ ନିର୍ବୋଧ ସନ୍ତାନ ତୁଲ୍ୟ, ସେମାନଙ୍କର ଅର୍ନ୍ତଦୃଷ୍ଟି ନାହିଁ। ସେମାନେ କୁକର୍ମ କରିବାରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସେମାନେ ଜାଣନ୍ତି ନାହିଁ।” Sien die hoofstuk |