ଯିରିମୀୟ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି।” ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନସବୁ ଛିଣ୍ଡାଇ ପକାଇଅଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ତାଇ ପକାଇ ଅଛନ୍ତି। Sien die hoofstukଓଡିଆ ବାଇବେଲ5 ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ଡାଇ ପକାଇ ଅଛନ୍ତି। Sien die hoofstukପବିତ୍ର ବାଇବଲ5 ମୋତେ ଧନୀ ଲୋକମାନଙ୍କ ପାଖକୁ ଯିବାକୁ ଏବଂ କଥାବାର୍ତ୍ତା ହେବାକୁ ଦିଅ। କାରଣ ସେମାନେ ହିଁ ସଦାପ୍ରଭୁଙ୍କର ପଥ ଏବଂ ସେମାନଙ୍କର ପରମେଶ୍ୱରଙ୍କର ବ୍ୟବସ୍ଥା ଜାଣନ୍ତି।” କିନ୍ତୁ ଏମାନେ ଏକତ୍ର ହୋଇ ଯୁଆଳି ଭାଙ୍ଗି ଅଛନ୍ତି ଓ ବନ୍ଧନସବୁକୁ ଛିଣ୍ଡାଇ ପକାଇ ଅଛନ୍ତି। Sien die hoofstuk |