ଯିରିମୀୟ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ। Sien die hoofstukଓଡିଆ ବାଇବେଲ6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ। Sien die hoofstukପବିତ୍ର ବାଇବଲ6 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି, “ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର। ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ। ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ। Sien die hoofstuk |