ଯିରିମୀୟ 7:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Sien die hoofstukଓଡିଆ ବାଇବେଲ27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Sien die hoofstukପବିତ୍ର ବାଇବଲ27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। Sien die hoofstuk |