ବିଳାପ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ଵନାକାରୀ କେହି ନାହିଁ। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି। Sien die hoofstukଓଡିଆ ବାଇବେଲ9 ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି। Sien die hoofstukପବିତ୍ର ବାଇବଲ9 ଯିରୁଶାଲମର ଅପରିଷ୍କାର ଗଳି ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ଯ୍ୟ ଜଣାପଡ଼ୁଥିଲା। ସେଠାରେ ତାକୁ ସାନ୍ତ୍ୱନା ଦେବାକୁ କେହି ନ ଥିଲେ। ସେ କହୁଛି, “ହେ ସଦାପ୍ରଭୁ, ମୋର ସମସ୍ୟା ଦେଖ, ମୋର ଶତ୍ରୁଗଣ ନିଜକୁ କିପରି ମହାନ ମନେ କରୁଛନ୍ତି।” Sien die hoofstuk |