ଲେବୀୟ ପୁସ୍ତକ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ଵରେ ନିଗାଡ଼ିବ। Sien die hoofstukଓଡିଆ ବାଇବେଲ15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ। Sien die hoofstukପବିତ୍ର ବାଇବଲ15 ତହୁଁ ଯାଜକ ତାକୁ ଯଜ୍ଞବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ଯଜ୍ଞବେଦି ଉପରେ ଦଗ୍ଧ କରିବ। ଆଉ ତା'ର ରକ୍ତ ଯଜ୍ଞବେଦି ପାର୍ଶ୍ୱରେ ନିଗାଡ଼ିବ। Sien die hoofstuk |