ଲେବୀୟ ପୁସ୍ତକ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ତହୁଁ ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା ଓ ସମସ୍ତ ଲୋକଙ୍କ ଅଗ୍ରତେ ଆମ୍ଭେ ଗୌରବାନ୍ଵିତ ହେବା। ତହିଁରେ ହାରୋଣ ମୌନ ହେଲେ। Sien die hoofstukଓଡିଆ ବାଇବେଲ3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ। Sien die hoofstukପବିତ୍ର ବାଇବଲ3 ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଯେଉଁମାନେ ମୋ’ ନିକଟକୁ ଆସନ୍ତି, ସେମାନେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖରେ ମୁଁ ଗୌରବାନ୍ୱିତ ହେବି।’” ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ୟୁ କଥା ନ କହି ନୀରବ ରହିଲେ। Sien die hoofstuk |