ଲେବୀୟ ପୁସ୍ତକ 13:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)36 ତେବେ ଯାଜକ ତାହାକୁ ଦେଖିବ; ଆଉ ଦେଖ, ଯେବେ ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦିବର୍ଣ୍ଣ ଲୋମର ଅନ୍ଵେଷଣ କରିବ ନାହିଁ; ସେ ଅଶୁଚି। Sien die hoofstukଓଡିଆ ବାଇବେଲ36 ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ। Sien die hoofstukପବିତ୍ର ବାଇବଲ36 ତେବେ ଯାଜକ ସେହି ଲୋକକୁ ପୁନର୍ବାର ଦେଖିବ। ଯଦି ସେହି ଛଉ ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ଆଉ ହଳଦିବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ। ସେହି ଲୋକ ଅଶୁଚି। Sien die hoofstuk |