ଲେବୀୟ ପୁସ୍ତକ 13:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯେବେ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମନିର୍ମିତ ବସ୍ତୁରେ ଯେବେ ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠ; ତାହା ଅଶୁଚି ଅଟେ। Sien die hoofstukଓଡିଆ ବାଇବେଲ51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ। Sien die hoofstukପବିତ୍ର ବାଇବଲ51-52 ସେ ସପ୍ତମ ଦିନରେ ସେହି ଦାଗ ପରୀକ୍ଷା କରିବ, ଯଦି ବସ୍ତ୍ରରେ କି ବୁଣା କିମ୍ବା ଉଲ୍ରେ ଶିଲାଇ କପଡ଼ା କିମ୍ବା ଶଣ କିମ୍ବା ଚର୍ମ କିମ୍ବା କୌଣସି ଚର୍ମ ଜିନିଷରେ ସେହି ଦାଗ ଯଦି ବଢ଼ିଥାଏ ତେବେ ତାହା କ୍ଷୟ କୁଷ୍ଠ ଓ ସେହି ବସ୍ତ୍ର ଅଶୁଚି ଅଟେ। ତେଣୁ ସେହି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡ଼ାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦଗ୍ଧ କରାଯିବ। କାରଣ ତାହା କ୍ଷୟ କୁଷ୍ଠ, ସେହି ବସ୍ତ୍ର କିମ୍ବା ଚର୍ମ ଅଗ୍ନିରେ ଦଗ୍ଧ ହେବା ଉଚିତ୍। Sien die hoofstuk |