ଲେବୀୟ ପୁସ୍ତକ 13:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)52 ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନାନିର୍ମିତ ଟାଣୀରେ ବା ପଡୀୟାଣରେ କି ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠ; ତାହା ଅଗ୍ନିରେ ଦଗ୍ଧ ହେବ। Sien die hoofstukଓଡିଆ ବାଇବେଲ52 ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ। Sien die hoofstuk |