ଲେବୀୟ ପୁସ୍ତକ 13:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ। Sien die hoofstukପବିତ୍ର ବାଇବଲ (Re-edited) - (BSI)57 ତଥାପି ଯେବେ ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ। Sien die hoofstukଓଡିଆ ବାଇବେଲ57 ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ। Sien die hoofstukପବିତ୍ର ବାଇବଲ57 ତଥାପି ଯଦି ସେହି ବସ୍ତ୍ରରେ କି ଚର୍ମରେ, ସେହି ଦାଗ ଥାଏ ଓ ତାହା ବଢ଼େ, ତାକୁ ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ। Sien die hoofstuk |