ଲେବୀୟ ପୁସ୍ତକ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ। Sien die hoofstukଓଡିଆ ବାଇବେଲ4 ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ। Sien die hoofstukପବିତ୍ର ବାଇବଲ4 “ପ୍ରମେହ ରୋଗୀ ଯେଉଁ ଶଯ୍ୟାରେ ଶୟନ କରେ ତାହା ଅଶୁଚି ଅଟେ। ଆଉ ସେ ଯେଉଁସବୁ ପଦାର୍ଥ ଉପରେ ବସିବ ତାହା ମଧ୍ୟ ଅଶୁଚି ହେବ। Sien die hoofstuk |