Aanlyn Bybel

- Advertensies -




ଲେବୀୟ ପୁସ୍ତକ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ;

Sien die hoofstuk Kopieer

ଓଡିଆ ବାଇବେଲ

15 ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Sien die hoofstuk Kopieer

ପବିତ୍ର ବାଇବଲ

15 “ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ଯୌନ ସମ୍ପର୍କ ରଖିବ ନାହିଁ।

Sien die hoofstuk Kopieer




ଲେବୀୟ ପୁସ୍ତକ 18:15

Volg ons:

Advertensies


Advertensies