ଲେବୀୟ ପୁସ୍ତକ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ଵ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstukଓଡିଆ ବାଇବେଲ6 ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstukପବିତ୍ର ବାଇବଲ6 “ତୁମ୍ଭେମାନେ ଆପଣା କୁଟୁମ୍ବ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ। Sien die hoofstuk |