ଲେବୀୟ ପୁସ୍ତକ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ପ୍ରତିକୂଳରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। Sien die hoofstukଓଡିଆ ବାଇବେଲ16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ। Sien die hoofstukପବିତ୍ର ବାଇବଲ16 ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧ୍ୟରେ ଏଣେ ତେଣେ ବୁଲିବ ନାହିଁ କିମ୍ବା ପ୍ରତିବାସୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ଯ୍ୟ କରିବ ନାହିଁ। ଆମ୍ଭେ ସଦାପ୍ରଭୁ। Sien die hoofstuk |