Aanlyn Bybel

- Advertensies -




ଲେବୀୟ ପୁସ୍ତକ 19:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ। ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।

Sien die hoofstuk Kopieer

ଓଡିଆ ବାଇବେଲ

19 ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।

Sien die hoofstuk Kopieer

ପବିତ୍ର ବାଇବଲ

19 “ତୁମ୍ଭେମାନେ ଆମ୍ଭର ବିଧିସକଳ ପାଳନ କରିବ। ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ। ପୁଣି ନିଜ କ୍ଷେତରେ ମିଶ୍ରିତ ବୀଜ ବୁଣିବ ନାହିଁ କିମ୍ବା ଦୁଇ ପ୍ରକାର ସୂତା ମିଶ୍ରିତ ବସ୍ତ୍ର ବିନ୍ଧିବ ନାହିଁ।

Sien die hoofstuk Kopieer




ଲେବୀୟ ପୁସ୍ତକ 19:19

Volg ons:

Advertensies


Advertensies