ଲେବୀୟ ପୁସ୍ତକ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଆଉ ଯେବେ କରେଇରେ ପକ୍ଵ ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳପକ୍ଵ ସରୁ ମଇଦାର ହେବ। Sien die hoofstukଓଡିଆ ବାଇବେଲ7 ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ। Sien die hoofstukପବିତ୍ର ବାଇବଲ7 ଯଦି ତୁମ୍ଭେ କରେଇରେ ରୋଷେଇ ହୋଇ ଶେକା ଯାଇଥିବା ଶସ୍ୟ ଦିଅ, ତେବେ ତାହା ନିଶ୍ଚିତ ତେଲରେ ଭଜା ଯାଇଥିବ ଓ ସରୁ ମଇଦାରେ ହୋଇ କରେଇରେ ପରସା ଯାଇଥିବ। Sien die hoofstuk |