ଲେବୀୟ ପୁସ୍ତକ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)12 ଆଉ ଯାଜକର କନ୍ୟା ଯେବେ କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ। Sien die hoofstukଓଡିଆ ବାଇବେଲ12 ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ। Sien die hoofstukପବିତ୍ର ବାଇବଲ12 ଯାଜକର କନ୍ୟା ଯଦି ଯାଜକ ଭିନ୍ନ ଅନ୍ୟ ଲୋକକୁ ବିବାହ କରେ ତେବେ ସେ ପବିତ୍ର ନୈବେଦ୍ୟ ମଧ୍ୟରୁ ଭୋଜନ କରିବ ନାହିଁ। Sien die hoofstuk |