ଲେବୀୟ ପୁସ୍ତକ 23:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।” Sien die hoofstukପବିତ୍ର ବାଇବଲ (Re-edited) - (BSI)32 ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ। Sien die hoofstukଓଡିଆ ବାଇବେଲ32 ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।” Sien die hoofstukପବିତ୍ର ବାଇବଲ32 ସେହି ଦିନ ତୁମ୍ଭମାନଙ୍କର ସ୍ୱତନ୍ତ୍ର ବିଶ୍ରାମ ଦିନ ହେବ। ତୁମ୍ଭେମାନେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।” Sien die hoofstuk |