ଲେବୀୟ ପୁସ୍ତକ 23:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ। Sien die hoofstukଓଡିଆ ବାଇବେଲ41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ। Sien die hoofstukପବିତ୍ର ବାଇବଲ41 ପୁଣି ତୁମ୍ଭେମାନେ ପ୍ରତି ବର୍ଷ ସାତ ଦିନ ଧରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ। ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା, ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ। Sien die hoofstuk |