ଲେବୀୟ ପୁସ୍ତକ 24:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)19 ଆଉ, କୌଣସି ମନୁଷ୍ୟ ଯେବେ ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେପରି ତାହା ପ୍ରତି କରାଯିବ Sien die hoofstukଓଡିଆ ବାଇବେଲ19 ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ। Sien die hoofstukପବିତ୍ର ବାଇବଲ19 “ଯଦି କୌଣସି ବ୍ୟକ୍ତି ନିଜ ପ୍ରତିବାସୀକୁ ଆଘାତ କରେ, ତେବେ ସମପରିମାଣର ଆଘାତ ସେହି ଲୋକକୁ ଦିଆଯିବ। Sien die hoofstuk |