ଲେବୀୟ ପୁସ୍ତକ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ। Sien die hoofstukଓଡିଆ ବାଇବେଲ20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ। Sien die hoofstukପବିତ୍ର ବାଇବଲ20 କ୍ଷତ ବଦଳରେ କ୍ଷତ, ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ, ମନୁଷ୍ୟ ଶରୀରରେ ଯିଏ ଯେଉଁପରି ଆଘାତ କରିଅଛି ତାହା ପ୍ରତି ସେହି ପ୍ରକାର ଆଘାତ କରାଯିବ। Sien die hoofstuk |