ଲେବୀୟ ପୁସ୍ତକ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ। Sien die hoofstukଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ। Sien die hoofstukପବିତ୍ର ବାଇବଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ କରିବ। Sien die hoofstuk |