ଲେବୀୟ ପୁସ୍ତକ 26:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; Sien die hoofstukପବିତ୍ର ବାଇବଲ (Re-edited) - (BSI)41 ଓ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁରୁ ଆମ୍ଭେ ହିଁ ଯେ ସେମାନଙ୍କର ପ୍ରତିକୂଳାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ଵୀକାର କରିବେ; ତହିଁରେ ଯେବେ ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; Sien die hoofstukଓଡିଆ ବାଇବେଲ41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; Sien die hoofstukପବିତ୍ର ବାଇବଲ41 ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ। Sien die hoofstuk |