ଲେବୀୟ ପୁସ୍ତକ 27:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)14 ଆଉ ଯେବେ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ। Sien die hoofstukଓଡିଆ ବାଇବେଲ14 ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ। Sien die hoofstukପବିତ୍ର ବାଇବଲ14 “ଯଦି କୌଣସି ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ନିଜର ଗୃହକୁ ଉତ୍ସର୍ଗ କରେ। ତେବେ ଗୃହଟି ତାହା ଭଲ ହେଉ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ। ଯାଜକ ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ। Sien die hoofstuk |