ଲେବୀୟ ପୁସ୍ତକ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, Sien die hoofstukପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ Sien die hoofstukଓଡିଆ ବାଇବେଲ14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ, Sien die hoofstukପବିତ୍ର ବାଇବଲ14 ତା'ପରେ ସେ ସହଭାଗିତାର ନୈବେଦ୍ୟରୁ ଏକ ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଦେବ। ସେ ଅନ୍ତ ଆଚ୍ଛାଦକ ମେଦ ଓ ଅନ୍ତ ଉପରିସ୍ଥ ମେଦ ସବୁ ଉତ୍ସର୍ଗ କରିବ। Sien die hoofstuk |