ଲେବୀୟ ପୁସ୍ତକ 4:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। Sien die hoofstukଓଡିଆ ବାଇବେଲ29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। Sien die hoofstukପବିତ୍ର ବାଇବଲ29 ପୁଣି ସେ ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ। Sien die hoofstuk |