ଗଣନା ପୁସ୍ତକ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!” Sien die hoofstukପବିତ୍ର ବାଇବଲ (Re-edited) - (BSI)29 ତେବେ ମୋଶା କହିଲେ, ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ଵର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍- ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ। Sien die hoofstukଓଡିଆ ବାଇବେଲ29 ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !” Sien die hoofstukପବିତ୍ର ବାଇବଲ29 ମୋଶା ଉତ୍ତର ଦେଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ୟଦ୍ବାଣୀ କରିବା ପାଇଁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।” Sien die hoofstuk |